ଆଜି NEET ପରୀକ୍ଷା , PPE କିଟ୍ ପିନ୍ଧି ପରୀକ୍ଷା ପରିଚାଳନା କରିବେ ଇନଭିଜିଲେଟର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସାରା ଦେଶରେ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା NEET । ୧୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଆଜି ପରୀକ୍ଷା ଦେବେ । ରାଜ୍ୟରେ ପରୀକ୍ଷା ଦେବାକୁ ଯାଉଛନ୍ତି ୩୭ ହଜାରରୁ ଅଧିକ ଛାତ୍ରଛାତ୍ରୀ । ଏଥିପାଇଁ ୭ଟି ସହରରେ ହୋଇଛି ୮୩ଟି ପରୀକ୍ଷା କେନ୍ଦ୍ର । ଜେଇଇ ମେନ୍ ଭଳି NEET ଲାଗି ସବୁ ପରୀକ୍ଷା କେନ୍ଦ୍ରରେ କୋଭିଡ୍ ସତର୍କତାକୁ ସର୍ବାଧିକ ଗୁରୁତ୍ୱ ମିଳିଛି । National Testing Agency ପରୀକ୍ଷାର୍ଥୀଙ୍କୁ ମାସ୍କ […]

neet-1

neet-1

Niharika Rout
  • Published: Sunday, 13 September 2020
  • Updated: 13 September 2020, 07:52 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସାରା ଦେଶରେ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା NEET । ୧୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଆଜି ପରୀକ୍ଷା ଦେବେ । ରାଜ୍ୟରେ ପରୀକ୍ଷା ଦେବାକୁ ଯାଉଛନ୍ତି ୩୭ ହଜାରରୁ ଅଧିକ ଛାତ୍ରଛାତ୍ରୀ । ଏଥିପାଇଁ ୭ଟି ସହରରେ ହୋଇଛି ୮୩ଟି ପରୀକ୍ଷା କେନ୍ଦ୍ର ।

ଜେଇଇ ମେନ୍ ଭଳି NEET ଲାଗି ସବୁ ପରୀକ୍ଷା କେନ୍ଦ୍ରରେ କୋଭିଡ୍ ସତର୍କତାକୁ ସର୍ବାଧିକ ଗୁରୁତ୍ୱ ମିଳିଛି । National Testing Agency ପରୀକ୍ଷାର୍ଥୀଙ୍କୁ ମାସ୍କ ଓ ସାନିଟାଇଜର ଯୋଗାଇ ଦେଇଛି । କେନ୍ଦ୍ର ବାହାରେ ଭିତରେ ସାମାଜିକ ଦୂରତାକୁ ବାଧ୍ୟତାମୂଳକ କରାଯାଇଛି।  ପ୍ରତି ରୁମ୍‌ରେ କେବଳ ୧୨ ଜଣ ପରୀକ୍ଷାର୍ଥୀ ବସିବାକୁ ବ୍ୟବସ୍ଥା ହୋଇଛି।

PPE କିଟ୍ ପିନ୍ଧି ପରୀକ୍ଷା ପରିଚାଳନା କରିବେ ଇନଭିଜିଲେଟର । ଛାତ୍ରଛାତ୍ରୀଙ୍କ ରହଣୀ ସ୍ଥାନରେ ମେଡିକାଲ ଟିମ୍‌ ମହଜୁଦ ରଖାଯାଇଛି।  ଭୁବନେଶ୍ୱରରେ ସର୍ବାଧିକ ୩୧ଟି ପରୀକ୍ଷା କେନ୍ଦ୍ର ହୋଇଥିବାରୁ ଦୂର ଦୂରାନ୍ତରୁ ଆସୁଥିବା ପରୀକ୍ଷାର୍ଥୀଙ୍କୁ ମାଗଣା ଟ୍ରେନ୍ ସେବା ମିଳିଛି । ସେହିଭଳି ସହରରେ ୬ଟି ରହଣୀ କେନ୍ଦ୍ରରେ ରହିବା, ଖାଇବା ସହ ଯେପରି କରୋନା ସଂକ୍ରମଣ ନବ୍ୟାପେ ସେଥିଲାଗି, ସବୁ ପ୍ରକାର ସତର୍କତା ଅବଲମ୍ବନ କରାଯାଇଛି ।

ଆଜି ଅପରାହ୍ନ ୨ଟାରୁ ଅପରାହ୍ନ ୫ଟା ଯାଏ NEET ପରୀକ୍ଷା ହେବ। ଏହାର ଅଢେଇ ଘଣ୍ଟା ପୂର୍ବରୁ ପରୀକ୍ଷାର୍ଥୀଙ୍କୁ କେନ୍ଦ୍ରକୁ ପ୍ରବେଶ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story