ଇତିଶ୍ରୀ ମୃତ୍ୟୁ ମାମଲାର ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

କୋରାପୁଟ (ଓଡ଼ିଶା ରିପୋର୍ଟର): ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ସଜା କାଟୁଥିବା ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ଘଟିଛି। ନେତ୍ରାନନ୍ଦଙ୍କ ମୃତ୍ୟୁ ନେଇ କୋରାପୁଟ ଜେଲ୍ ଅଧୀକ୍ଷକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, କୋରାପୁଟ ଜେଲରେ ସଜା କାଟୁଥିବା ବେଳେ ଗତକାଲି ନେତ୍ରାନନ୍ଦଙ୍କ ଦେହ ଖରାପ ହୋଇଥିଲା। ତାଙ୍କୁ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଥିବା ବେଳେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଛି। […]

yyyyyyyyyyyyyyyyyy

yyyyyyyyyyyyyyyyyy

Tapaswini Nayak
  • Published: Monday, 17 August 2020
  • Updated: 17 August 2020, 11:04 AM IST

Sports

Latest News

କୋରାପୁଟ (ଓଡ଼ିଶା ରିପୋର୍ଟର): ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ସଜା କାଟୁଥିବା ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ଘଟିଛି। ନେତ୍ରାନନ୍ଦଙ୍କ ମୃତ୍ୟୁ ନେଇ କୋରାପୁଟ ଜେଲ୍ ଅଧୀକ୍ଷକ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, କୋରାପୁଟ ଜେଲରେ ସଜା କାଟୁଥିବା ବେଳେ ଗତକାଲି ନେତ୍ରାନନ୍ଦଙ୍କ ଦେହ ଖରାପ ହୋଇଥିଲା। ତାଙ୍କୁ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଥିବା ବେଳେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଛି।

୨୦୧୬ ମସିହାରେ ରାୟଗଡ଼ା ଜେଲରୁ କୋରାପୁଟ ଜେଲକୁ ସ୍ଥାନାନ୍ତର ହୋଇଥିଲେ ନେତ୍ରାନନ୍ଦ।

୨୦୧୩ ମସିହା ଅକ୍ଟୋବର ୨୭ ତାରିଖରେ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍ ଟିକିରି ସ୍କୁଲରେ ଠିକା ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ଇତିଶ୍ରୀ ପ୍ରଧାନଙ୍କୁ କିରୋସିନି ଢାଳି ପୋଡ଼ି ଦିଆଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଟିକିରି, ରାୟଗଡ଼ା ଓ ପରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଥିଲା। ୨୦୧୩ ନଭେମ୍ୱର ୧ ତାରିଖରେ ଇତିଶ୍ରୀଙ୍କର ବିଶାଖାପାଟଣା ହସ୍ପିଟାଲରେ ମୃତ୍ୟୁ ଘଟିଥିଲା। ଏହା ପୂର୍ବରୁ ଇତିଶ୍ରୀ ସେହି ସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ନେତ୍ରାନନ୍ଦ ଦଣ୍ଡସେନା ତାଙ୍କୁ ନିର୍ଯାତନା ଦେଉଥିବା ଥାନାରେ ଅଭିଯୋଗ କରିଥିଲେ। ରାଜ୍ୟ ସରକାର ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ପରେ ଏକ ଜନସ୍ୱାର୍ଥ ମାମଲା ଆଧାରରେ ସୁପ୍ରିମକୋର୍ଟ ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ୨୦୧୬ ଏପ୍ରିଲ୍‌ରେ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାକୁ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗରେ ରାୟଗଡ଼ା ଜିଲ୍ଲା ଓ ଦୌରାଜଜ୍ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story