ରାଜ୍ୟର ୨୯ ଜିଲ୍ଲାରୁ ଚିହ୍ନଟ ହେଲେ ୧୩୪୧ ପଜିଟିଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୯ ଜିଲ୍ଲାରୁ ୧୩୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୫୨୩ ଟି ହେଉଛି ଲୋକାଲ୍ କେସ୍‌। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୨୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତା’ ପଛକୁ ରହିଛି ଖୋର୍ଦ୍ଧା ଜିଲ୍ଲା। ଖୋର୍ଦ୍ଧା ଜିଲ୍ଲାରୁ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ […]

coronavvrus--1

coronavvrus--1

Niharika Rout
  • Published: Tuesday, 11 August 2020
  • Updated: 11 August 2020, 10:55 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୯ ଜିଲ୍ଲାରୁ ୧୩୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୫୨୩ ଟି ହେଉଛି ଲୋକାଲ୍ କେସ୍‌।

ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୨୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତା’ ପଛକୁ ରହିଛି ଖୋର୍ଦ୍ଧା ଜିଲ୍ଲା। ଖୋର୍ଦ୍ଧା ଜିଲ୍ଲାରୁ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ସୁନ୍ଦରଗଡ଼ ଜିଲ୍ଲାରୁ ୯୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୮୩, କଟକରୁ ୭୬, ରାୟଗଡ଼ାରୁ ୭୫, ଝାରସୁଗୁଡ଼ାରୁ ୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮,୭୯୬ରେ ପହଞ୍ଚିଥିବା ବେଳେ ୩୩,୦୨୦ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ୧୫,୪୨୭ଟି ହେଉଛି ଲୋକାଲ କେସ୍‌।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story