ଉପରମୁହାଁ କରୋନା ଗ୍ରାଫ,ଚିହ୍ନଟ ହେଲେ ୨୭୦୩ ପଜିଟିଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୫୭୯ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୧୧୨୪ଟି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୦୯ ଜଣ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୫୪, ଷ୍ଟେଟ୍‌ପୁଲରୁ ୨୧୧, କଟକରୁ ୧୯୧, ସମ୍ବଲପୁରରୁ ୧୭୯, […]

Corona

Corona

Tapaswini Nayak
  • Published: Friday, 07 January 2022
  • Updated: 07 January 2022, 11:16 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୫୭୯ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୧୧୨୪ଟି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୦୯ ଜଣ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୫୪, ଷ୍ଟେଟ୍‌ପୁଲରୁ ୨୧୧, କଟକରୁ ୧୯୧, ସମ୍ବଲପୁରରୁ ୧୭୯, ଝାରସୁଗୁଡ଼ାରୁ ୧୦୬, ଯାଜପୁରରୁ ୭୮, ବରଗଡ଼ରୁ ୭୫, ବାଲେଶ୍ୱରରୁ ୭୩, ପୁରୀ ଓ ବଲାଙ୍ଗିରରୁ ୫୪ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ଅନୁଗୋଳରୁ ୭, ଭଦ୍ରକ ୫, ବୌଦ୍ଧ ୭, ଦେବଗଡ଼ ୩୭, ଢେଙ୍କାନାଳ ୩, ଗଜପତି ୯, ଗଞ୍ଜାମ ୨୭, ଜଗତସିଂପୁର ୧୩,  କଳାହାଣ୍ଡି ୧୩,  କେନ୍ଦ୍ରାପଡ଼ା ୬, କେନ୍ଦୁଝର, ୩୩, କୋରାପୁଟ ୧୯, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୪୨,ନବରଙ୍ଗପୁର ୨୯, ନୟାଗଡ଼ ୬, ନୂଆପଡ଼ା ୧୦, ରାୟଗଡ଼ା ୨୨ ଓ  ସୋନପୁର୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୧୦ ଲକ୍ଷ ୬୨ ହଜାର ୪୭୬ ପହଞ୍ଚିଥିବା ବେଳେ ୧୦,୪୫,୭୧୮ ଜଣ ସୁସ୍ଥ ହୋଇ ସାରିଲେଣି। ଏବେ ରାଜ୍ୟରେ ଆକ୍ଟିଭ କେସ୍‌ ରହିଛି ୮୨୩୭।

ସେହିପରି ରାଜ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୬୮କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story