ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ଯୋଗୁ ଆଖି ବୁଜିଥିବା ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ କେବଳ ୬ ଜଣ ଥିବା ଜଣାଯାଇଛି।  ସେମାନଙ୍କ ମଧ୍ୟରେ ୨ ମହିଳା ଅଛନ୍ତି। ଏହାବ୍ୟତୀତ ପୁରୀ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖା […]

corona-3.7

corona-3.7

Niharika Rout
  • Published: Tuesday, 04 August 2020
  • Updated: 04 August 2020, 04:10 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କରୋନା ଯୋଗୁ ଆଖି ବୁଜିଥିବା ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ କେବଳ ୬ ଜଣ ଥିବା ଜଣାଯାଇଛି।  ସେମାନଙ୍କ ମଧ୍ୟରେ ୨ ମହିଳା ଅଛନ୍ତି। ଏହାବ୍ୟତୀତ ପୁରୀ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୨ ଛୁଇଁଛି।  ଏହାବ୍ୟତୀତ ପୁରୀରେ ଏହି ସଂଖ୍ୟା ୪, ଖୋର୍ଦ୍ଧା ଜିଲ୍ଲାରେ ୩୦ ଓ ଯାଜପୁର ଜିଲ୍ଲାରେ ୩ରେ ପହଞ୍ଚିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story