ଖେଳ ପଡ଼ିଆରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍‌ର କୁକିଆ ଗାଁ ନିକଟରେ ଥିବା ଖେଳ ପଡ଼ିଆରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଆଜି ସକାଳେ ଗାଁର ରଞ୍ଜନ ବଗର୍ତି ଶୌଚ ପାଇଁ ଯାଇଥିବା ବେଳେ ଶିଶୁର କାନ୍ଦ ଶୁଣି  ଆଖପାଖରେ ଖୋଜାଖୋଜି କରିଥିଲେ।   କିଛି ସମୟ ପରେ ଖେଳ ପଡ଼ିଆରୁ କାନ୍ଦୁଥିବା ଅବସ୍ଥାରେ ଏକ ଶିଶୁପୁତ୍ରକୁ ଠାବ କରିଥିଲେ। ଏନେଇ  ଆଶାକର୍ମୀଙ୍କୁ ଖବର ଦେବାପରେ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଥିଲା। ଏହାପରେ ୧୦୮ ଆମ୍ୱୁଲାନ୍ସ ଯୋଗେ ଶିଶୁକୁ […]

sonpur

sonpur

Jyoshna Pradhan
  • Published: Friday, 23 August 2019
  • Updated: 23 August 2019, 09:38 AM IST

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍‌ର କୁକିଆ ଗାଁ ନିକଟରେ ଥିବା ଖେଳ ପଡ଼ିଆରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଆଜି ସକାଳେ ଗାଁର ରଞ୍ଜନ ବଗର୍ତି ଶୌଚ ପାଇଁ ଯାଇଥିବା ବେଳେ ଶିଶୁର କାନ୍ଦ ଶୁଣି  ଆଖପାଖରେ ଖୋଜାଖୋଜି କରିଥିଲେ।   କିଛି ସମୟ ପରେ ଖେଳ ପଡ଼ିଆରୁ କାନ୍ଦୁଥିବା ଅବସ୍ଥାରେ ଏକ ଶିଶୁପୁତ୍ରକୁ ଠାବ କରିଥିଲେ। ଏନେଇ  ଆଶାକର୍ମୀଙ୍କୁ ଖବର ଦେବାପରେ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଥିଲା।

ଏହାପରେ ୧୦୮ ଆମ୍ୱୁଲାନ୍ସ ଯୋଗେ ଶିଶୁକୁ ଅଣାଯାଇ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶିଶୁପୁତ୍ରଟି ବର୍ତ୍ତମାନ ସୁସ୍ଥ ଥିବା ଡାକ୍ତର କହିଛନ୍ତି।  ଶିଶୁ ପୁତ୍ରକୁ ଶିଶୁ ସୁରକ୍ଷା ୟୁନିଟକୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story