ରାସ୍ତା କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ଯାଜପୁର(ଗୁଲାମ ଗସ୍‌): ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ୍‌ ତିଳପଦା ଗାଁ ନିକଟରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁ କନ୍ୟାଟି ସୁସ୍ଥ ଥିବା ଜଣାପଡ଼ିଛି। ଶିଶୁଟି ୩ରୁ ୪ ଦିନ ପୂର୍ବେ ଜନ୍ମ ନେଇଥିବା ଅନୁମାନ କରାଯାଉଛି। ଆଜି ସକାଳେ ଦର୍ପଣ-କଳକଳା ପୂର୍ତ୍ତ ବିଭାଗ ରାସ୍ତାର ତିଳପଦା ଗାଁ ନିକଟ ରାସ୍ତା କଡ଼ରେ ଶିଶୁଟି କାନ୍ଦୁଥିବା ସ୍ଥାନୀୟ ଲୋକେ ଶୁଣିବାକୁ ପାଇଥିଲେ।  ପରେ ଗାଁ ଲୋକେ ଖୋଜାଖୋଜି କରିବା ବେଳେ ଶିଶୁକନ୍ୟାକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ। […]

beby-2

beby-2

Jyoshna Pradhan
  • Published: Friday, 10 January 2020
  • Updated: 10 January 2020, 01:12 PM IST

Sports

Latest News

ଯାଜପୁର(ଗୁଲାମ ଗସ୍‌): ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ୍‌ ତିଳପଦା ଗାଁ ନିକଟରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁ କନ୍ୟାଟି ସୁସ୍ଥ ଥିବା ଜଣାପଡ଼ିଛି। ଶିଶୁଟି ୩ରୁ ୪ ଦିନ ପୂର୍ବେ ଜନ୍ମ ନେଇଥିବା ଅନୁମାନ କରାଯାଉଛି।

ଆଜି ସକାଳେ ଦର୍ପଣ-କଳକଳା ପୂର୍ତ୍ତ ବିଭାଗ ରାସ୍ତାର ତିଳପଦା ଗାଁ ନିକଟ ରାସ୍ତା କଡ଼ରେ ଶିଶୁଟି କାନ୍ଦୁଥିବା ସ୍ଥାନୀୟ ଲୋକେ ଶୁଣିବାକୁ ପାଇଥିଲେ।  ପରେ ଗାଁ ଲୋକେ ଖୋଜାଖୋଜି କରିବା ବେଳେ ଶିଶୁକନ୍ୟାକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ। ଏବେ ଶିଶୁଟିକୁ ଗାଁର ଜଣଙ୍କ ଘରେ ରଖାଯାଇଛି। ଏଥିସହ ଲୋକେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟକୁ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story