ରଖେ ହରି ମାରେ କିଏ: ଜନ୍ଦା,ପିମ୍ପୁଡ଼ି ଘେରି ଯାଇଥିଲେ, କିନ୍ତୁ…

<p>କାମାକ୍ଷାନଗର (ରାକେଶ କୁମାର ଦେହୁରୀ): ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସୋଗର ହଦଗଡ଼ ଜଙ୍ଗଲ ନିକଟରୁ ଏକ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ତାକୁ ଭର୍ତ୍ତି କରାଯାଇଛି।</p> <p>ସିଦ୍ଧାନ୍ତ ମଲ୍ଲିକ ନାମକ ଜଣେ ବ୍ୟକ୍ତି ସକାଳେ ଜଙ୍ଗଲ ରାସ୍ତା ଦେଇ ଯାଉଥିବା ସମୟରେ ଶିଶୁଟିକୁ ଦେଖିଥିଲେ। ତାକୁ ତୁରନ୍ତ ନେଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଶିଶୁଟିକୁ ଜନ୍ଦା, ପିମ୍ପୁଡି କାମୁଡ଼ି ଦେଇଛନ୍ତି। ତେବେ ଶିଶୁଟି କାହାର ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ।</p>

Ordigital Desk
  • Published: Thursday, 09 August 2018
  • Updated: 09 August 2018, 12:40 PM IST
<p>କାମାକ୍ଷାନଗର (ରାକେଶ କୁମାର ଦେହୁରୀ): ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସୋଗର ହଦଗଡ଼ ଜଙ୍ଗଲ ନିକଟରୁ ଏକ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ତାକୁ ଭର୍ତ୍ତି କରାଯାଇଛି।</p><p>ସିଦ୍ଧାନ୍ତ ମଲ୍ଲିକ ନାମକ ଜଣେ ବ୍ୟକ୍ତି ସକାଳେ ଜଙ୍ଗଲ ରାସ୍ତା ଦେଇ ଯାଉଥିବା ସମୟରେ ଶିଶୁଟିକୁ ଦେଖିଥିଲେ। ତାକୁ ତୁରନ୍ତ ନେଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଶିଶୁଟିକୁ ଜନ୍ଦା, ପିମ୍ପୁଡି କାମୁଡ଼ି ଦେଇଛନ୍ତି। ତେବେ ଶିଶୁଟି କାହାର ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos