ଅଗ୍ନିକାଣ୍ଡରେ ଜଳିଗଲେ ନବବଧୂ

ଭଦ୍ରକ(ଓଡ଼ିଶା ରିପୋର୍ଟର):ଅଗ୍ନିକାଣ୍ଡରେ ଜଳିଗଲେ ନବବଧୂ। ଏଥିସହ ୮ ବଖରା ଘର ମଧ୍ୟ ଭସ୍ମୀଭୂତ ହୋଇ ଯାଇଛି। ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଓଗାଳପୁର ଗ୍ରାମର ଦୁର୍ଗା ଚରଣ ଟୁଡୁଙ୍କ ଘରେ ଆଜି ମଧ୍ୟାହ୍ନରେ ହଠାତ୍ ନିଆଁ ଲାଗି ଯାଇଥିଲା। ଫଳରେ ଘର ଭିତରେ ଥିବା ଦୁର୍ଗାଙ୍କ ନବବିବାହିତ ପତ୍ନୀ ପଙ୍କଜିନୀ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ।  ଏହାପରେ ନିଆଁ ଆଖପାଖ ବଖରାକୁ ମଧ୍ୟ ବ୍ୟାପି ଯାଇଥିଲା । ଖବର ପାଇ ଘଟଣା ସ୍ଥଳରେ ଭଦ୍ରକ ଦମକଳ ବାହିନୀ ପହଞ୍ଚି […]

jkl

jkl

Tapas Behera
  • Published: Sunday, 12 May 2019
  • Updated: 12 May 2019, 05:45 PM IST

ଭଦ୍ରକ(ଓଡ଼ିଶା ରିପୋର୍ଟର):ଅଗ୍ନିକାଣ୍ଡରେ ଜଳିଗଲେ ନବବଧୂ। ଏଥିସହ ୮ ବଖରା ଘର ମଧ୍ୟ ଭସ୍ମୀଭୂତ ହୋଇ ଯାଇଛି। ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଓଗାଳପୁର ଗ୍ରାମର ଦୁର୍ଗା ଚରଣ ଟୁଡୁଙ୍କ ଘରେ ଆଜି ମଧ୍ୟାହ୍ନରେ ହଠାତ୍ ନିଆଁ ଲାଗି ଯାଇଥିଲା। ଫଳରେ ଘର ଭିତରେ ଥିବା ଦୁର୍ଗାଙ୍କ ନବବିବାହିତ ପତ୍ନୀ ପଙ୍କଜିନୀ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ।  ଏହାପରେ ନିଆଁ ଆଖପାଖ ବଖରାକୁ ମଧ୍ୟ ବ୍ୟାପି ଯାଇଥିଲା ।

ଖବର ପାଇ ଘଟଣା ସ୍ଥଳରେ ଭଦ୍ରକ ଦମକଳ ବାହିନୀ ପହଞ୍ଚି ନିଆଁ କୁ ଆୟତ୍ତ କରିଥିଲେ ମଧ୍ୟ ତିନୋଟି ପରିବାରର ଧାନ ଚାଉଳ ଏବଂ ଘରର ଆସବାବ ପତ୍ର ସମ୍ପୂର୍ଣ୍ଣ ପୋଡ଼ି ଯାଇଛି।

ଘଟଣାସ୍ଥଳରେ ଭଦ୍ରକ ଗ୍ରାମାଞ୍ଚଳ ପୁଲିସ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଘଟଣାର ତଦନ୍ତ କରୁଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story