ନବମ ଓ ଦଶମ ପରୀକ୍ଷା ପାଇଁ ଆସିଲା ନୂଆ ସର୍କୁଲାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନବମ ଓ ଦଶମ ଶ୍ରେଣୀ ପରୀକ୍ଷା ପାଇଁ ଆସିଲା ନୂଆ ସର୍କୁଲାର। କରୋନା  ମହାମାରୀକୁ ଦେଖି ୨୦୨୧-୨୨ ବର୍ଷରେ ପରୀକ୍ଷା ଲାଗି ନୂଆ ସର୍କୁଲାର ଜାରି କରିଛି । ମାଧ୍ୟମିକ ଶିକ୍ଷା ପରିଷଦ  ଅନୁଯାୟୀ ନଭେମ୍ବର ୩ୟ ସପ୍ତାହରେ ଟର୍ମ-୧, ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଟର୍ମ-୨ ପରୀକ୍ଷା କରାଯିବ।  ପ୍ରତି ଟର୍ମ ଭିତରେ ଦୁଇଟି ଲେଖାଏଁ ଫର୍ମାଟିଭ ଟେଷ୍ଟ କରାଯିବ। ଇଣ୍ଟରନାଲ ଆସେସମେଣ୍ଟର ୪ଟି ଫର୍ମାଟିଭ ଟେଷ୍ଟ ୨୦ ମାର୍କ ବିଶିଷ୍ଟ ରହିବ । […]

plus-2-exam

plus-2-exam

Niharika Rout
  • Published: Wednesday, 11 August 2021
  • Updated: 11 August 2021, 08:11 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନବମ ଓ ଦଶମ ଶ୍ରେଣୀ ପରୀକ୍ଷା ପାଇଁ ଆସିଲା ନୂଆ ସର୍କୁଲାର। କରୋନା  ମହାମାରୀକୁ ଦେଖି ୨୦୨୧-୨୨ ବର୍ଷରେ ପରୀକ୍ଷା ଲାଗି ନୂଆ ସର୍କୁଲାର ଜାରି କରିଛି । ମାଧ୍ୟମିକ ଶିକ୍ଷା ପରିଷଦ  ଅନୁଯାୟୀ ନଭେମ୍ବର ୩ୟ ସପ୍ତାହରେ ଟର୍ମ-୧, ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଟର୍ମ-୨ ପରୀକ୍ଷା କରାଯିବ।  ପ୍ରତି ଟର୍ମ ଭିତରେ ଦୁଇଟି ଲେଖାଏଁ ଫର୍ମାଟିଭ ଟେଷ୍ଟ କରାଯିବ।

ଇଣ୍ଟରନାଲ ଆସେସମେଣ୍ଟର ୪ଟି ଫର୍ମାଟିଭ ଟେଷ୍ଟ ୨୦ ମାର୍କ ବିଶିଷ୍ଟ ରହିବ । ମାତ୍ର ୱେଟେଜ୍ ଅନୁସାରେ ଇଣ୍ଟରନାଲ ଆସେସମେଣ୍ଟକୁ ମୋଟ ୨୦ ପ୍ରତିଶତ ମାର୍କ ମିଳିବ । ଟର୍ମ-୧ ୱେଟେଜ୍ ୩୦ ପ୍ରତିଶତ ଓ ଟର୍ମ-୨ ୱେଟେଜ୍ ୫୦ ପ୍ରତିଶତ ଗ୍ରହଣ କରାଯିବ।

ସୂଚନାଯୋଗ୍ୟ,  କରୋନା ସ୍ଥତି ପାଇଁ ଗତ ବର୍ଷ ସ୍କୁଲମାନଙ୍କରେ ପରୀକ୍ଷା ବାତିଲ ହୋଇଯାଇଥିଲା ।   ସ୍ୱତନ୍ତ୍ର ମୂଲ୍ୟାୟନ ପଦ୍ଧତିରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ କରାଯାଇଥିବା ବେଳେ ବହୁ ଛାତ୍ରଛାତ୍ରୀ ନିଜ ମାର୍କକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ।  ତେବେ ଆଗକୁ ଯେପରି ଏଭଳି ଅସୁବିଧା ନଉପୁଜେ ସେଥିପାଇଁ   ନବମ ଓ ଦଶମ ଶ୍ରେଣୀ ପାଇଁ ନୂଆ ପରୀକ୍ଷା ପଦ୍ଧତି ଯୋଜନା କରିଛି ମାଧ୍ୟମିକ ଶିକ୍ଷା ପରିଷଦ ।

୨୦୨୧-୨୨ର ଶିକ୍ଷାବର୍ଷ ଜୁଲାଇରୁ ଆରମ୍ଭ ହୋଇ ଏପ୍ରିଲରେ ସରିବ । ଏହାକୁ ଦୁଇଟି ଟର୍ମରେ ବିଭକ୍ତ କରାଯାଇଛି । ପ୍ରଥମ ଟର୍ମ ଜୁଲାଇରୁ ନଭେମ୍ବର ଓ ଦ୍ୱିତୀୟ ଟର୍ମ ଡିସେମ୍ବରରୁ ଏପ୍ରିଲ ଯାଏଁ ଚାଲିବ । ପାଠ୍ୟକ୍ରମର ୫୦ ପ୍ରତିଶତ ପ୍ରତି ଟର୍ମରେ ପଢ଼ାଯିବ । ଗତବର୍ଷ ଭଳି ପାଠ୍ୟକ୍ରମ କମ୍ ରହିବ । ତେବେ ପାଠ୍ୟକ୍ରମ କେତେ ରହିବ ଓ କ’ଣ ରୁପରେଖ ରହିବ, ସେନେଇ ବୋର୍ଡ ଖୁବଶୀଘ୍ର ବିଜ୍ଞପ୍ତି ଜାରି କରିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story