Advertisment

ଖସୁଛି କରୋନା ଗ୍ରାଫ୍‌, ରାଜ୍ୟରେ ଚିହ୍ନଟ ହେଲେ ୧୨୦୧ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ନୂଆ ୧୨୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୯୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ  ୫୦୪ ହେଉଛି ଲୋକାଲ୍ କେସ୍‌। Covid-19 Report For 2nd November New zpositive Cases: 1201 In quarantine: 697 Local Contacts: 504 (Details of local contacts will be shared by concerned […]

author-image
Niharika Rout
ଅଦ୍ୟତନ ହୋଇଛି
ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ୧୦୦ ତଳକୁ ରହିଛି ସଂଖ୍ୟା

Coronavirus

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ନୂଆ ୧୨୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୯୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ  ୫୦୪ ହେଉଛି ଲୋକାଲ୍ କେସ୍‌।

Advertisment

Advertisment