ରେକର୍ଡ ଭାଙ୍ଗିଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ଦିନକରେ ୧୮୩୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୯ ଜିଲ୍ଲାରୁ ୧୮୩୩  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।୭୧୫ ହେଉଛି ଲୋକାଲ୍ କେସ୍‌। ଦୀର୍ଘ ଦିନ ଧରି ଗଞ୍ଜାମରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ଏହି ସ୍ଥାନ ଅକ୍ତିଆର କରିଛି ଖୋର୍ଦ୍ଧା। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା […]

corona-v-7

corona-v-7

Niharika Rout
  • Published: Friday, 07 August 2020
  • Updated: 07 August 2020, 11:40 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୯ ଜିଲ୍ଲାରୁ ୧୮୩୩  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।୭୧୫ ହେଉଛି ଲୋକାଲ୍ କେସ୍‌।

ଦୀର୍ଘ ଦିନ ଧରି ଗଞ୍ଜାମରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ଏହି ସ୍ଥାନ ଅକ୍ତିଆର କରିଛି ଖୋର୍ଦ୍ଧା। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରେ ୨୭୯,  ରାୟଗଡ଼ା ଜିଲ୍ଲାରୁ ୧୫୨, କଟକରୁ ୧୨୪, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦ରେ ପହଞ୍ଚିଥିବା ବେଳେ ୨୬,୮୮୭ ଜଣ ସୁସ୍ଥ ହୋଇଛନ୍ତି। ଏହାବ୍ୟତୀତ ରାଜ୍ୟରେ ୧୫,୩୭୦ ଜଣ କରୋନା ଆକ୍ରାନ୍ତ  ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story