ରାଜ୍ୟରେ ୩,୩୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩,୩୨୬  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧,୯୪୫  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧,୩୮୧ ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Covid-19 Report For 3rd October New Positives Cases: 3326 In quarantine: 1945 Local contacts: 1381 (Details of local […]

corona-3.6

Tapaswini Nayak
  • Published: Sunday, 04 October 2020
  • , Updated: 04 October 2020, 11:34 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩,୩୨୬  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧,୯୪୫  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧,୩୮୧ ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related story