ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ନୂଆ ୨୬୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୭୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି୧୧୨୧ ହେଉଛି ଲୋକାଲ୍ କେସ୍। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯।
Covid-19 Report For 8th October
New Positives Cases: 2697
In quarantine: 1576
Local contacts: 1121(Details of local contacts will be shared by concerned District Administration)
District Wise Cases
1. Angul: 107
2. Balasore: 115
3. Bargarh: 86
4. Bhadrak: 66
5. Balangir: 62— I & PR Department, Odisha (@IPR_Odisha) October 9, 2020
https://twitter.com/IPR_Odisha/status/1314447345090658305?s=20