ରାଜ୍ୟରେ ଚିହ୍ନଟ ହେଲେ ୨୬୦୨ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୬୦୨ ନୂଆ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୬୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୪୧ ଟି ହେଉଛି ଲୋକାଲ୍ କେସ୍‌।   Covid-19 Report For 30th August New Positives Cases: 2602 In quarantine: 1561 Local contacts: 1041 (Details of local contacts will be […]

virus-6

virus-6

Niharika Rout
  • Published: Monday, 31 August 2020
  • Updated: 31 August 2020, 11:09 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୬୦୨ ନୂଆ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୬୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୪୧ ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରେ ପୁଣି ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୨୬୦୨ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୬ ଜଣ ଅଛନ୍ତି।

କଟକ ଜିଲ୍ଲାରୁ ୨୩୬ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ୧୯୦,  କେନ୍ଦ୍ରାପଡ଼ାରୁ ୧୨୮, କୋରାପୁଟରୁ ୧୨୭ ଓ ବାଲେଶ୍ୱରରୁ ୧୦୩ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩୫୩୬ରେ ପହଞ୍ଚିଥିବା ବେଳେ ୭୩,୨୩୩ ଜଣ ସୁସ୍ଥ ହୋଇ ସାରିଲେଣି।ଆକ୍ଟିଭ କେସ୍‌ ୨୯,୭୫୮ ଥିବା ବେଳେ ରାଜ୍ୟରେ ୪୯୨ ଜଣ କରୋନାରେ ଆଖି ବୁଜି ସାରିଲେଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story