ରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୧୯୭୭ କରୋନା ପଜିଟିଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୧୯୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୭୩୬ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତା’ ପଛକୁ ରହିଛି ଗଞ୍ଜାମ ଜିଲ୍ଲା। ଏହି ଜିଲ୍ଲାରୁ ୨୮୦ ଆକ୍ରାନ୍ତ ଚିହ୍ନଟ […]

corona-22

corona-22

Niharika Rout
  • Published: Friday, 14 August 2020
  • Updated: 14 August 2020, 11:39 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୧୯୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୭୩୬ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତା’ ପଛକୁ ରହିଛି ଗଞ୍ଜାମ ଜିଲ୍ଲା। ଏହି ଜିଲ୍ଲାରୁ ୨୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ମୟୂରଭଞ୍ଜ ଜିଲ୍ଲାରୁ ୧୨୦, ଭଦ୍ରକ ଜିଲ୍ଲାରୁ ୧୧୮, କଟକରୁ ୧୦୧, ଗଜପତିରୁ ୯୩, କୋରାପୁଟ ଜିଲ୍ଲାରୁ ୯୦, ସୁଦରଗଡ଼ରୁ ୮୮, ନୟାଗଡ଼ରୁ ୭୫ ଓ ରାୟଗଡ଼ାରୁ ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୪ରେ ପହଞ୍ଚି ଯାଇଛି। ସେହିପରି ଅନ୍ୟାନ୍ୟ କାରଣରୁ ଆଉ ୫୩ ଜଣ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୬୩୦ରେ ପହଞ୍ଚିଥିବା ବେଳେ ୩୭,୯୦୦ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ରାଜ୍ୟରେ ୧୬, ୩୫୩ ଆକ୍ଟିଭ କେସ୍‌ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story