ରାଜ୍ୟରେ ଦିନକରେ ୨୫୦୦ ପାର୍‌ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ ୨୫୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଏହି ସୂଚନା ଦେଇଛନ୍ତି। Covid-19 Report For 18th August New Positive Cases: 2589 In quarantine: 1574 Local contacts: 1015 (Details of local contacts will be shared by concerned District Administration) District Wise Cases 1. Angul: 20 2. Balasore: […]

corrona-4

corrona-4

Niharika Rout
  • Published: Wednesday, 19 August 2020
  • Updated: 19 August 2020, 11:36 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ ୨୫୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ହଜାର ୧୫ କରୋନା ଟେଷ୍ଟ ହୋଇଛି।  RTPCR, ଆଣ୍ଟିଜେନ୍ ଓ ଟ୍ରୁନଟ୍ ମାଧ୍ୟମରେ ଏହି ପରୀକ୍ଷା ହୋଇଛି।  RTPCRରେ ୫,୦୬୮, ଆଣ୍ଟିଜେନ୍‌ରେ ୪୭,୮୩୪, ଟ୍ରୁନଟ ମାଧ୍ୟମରେ ୧୧୩ ଜଣଙ୍କ ନମୁନା ପରୀକ୍ଷା ହୋଇଥିବା କହିଛନ୍ତି  ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos