ରାଜ୍ୟରେ ଆଖି ବୁଜିଲେ ୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ  ୯ କରୋନା ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୨୮ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ବାଲେଶ୍ୱର, ବଲାଙ୍ଗିର, କଟକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।