ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୩୯୦

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଯୋଗୁ ଆଉ ୧୦ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରେ ୪ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୨ ଜଣ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ଅନୁଗୋଳ, କୋରାପୁଟ, ନୟାଗଡ଼ ଓ ସୁବର୍ଣ୍ଣପୁରରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। Regret […]

corona-2

Niharika Rout
  • Published: Friday, 21 August 2020
  • , Updated: 21 August 2020, 11:38 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଯୋଗୁ ଆଉ ୧୦ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରେ ୪ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୨ ଜଣ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ଅନୁଗୋଳ, କୋରାପୁଟ, ନୟାଗଡ଼ ଓ ସୁବର୍ଣ୍ଣପୁରରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Related story