ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୩ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା  ଆକ୍ରାନ୍ତ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧ରେ ପହଞ୍ଚି ଯାଇଛି। 4.A 42-year old male of Ganjam district who was also suffering from Chronic Kidney Disease, Diabetes, Obstructive Uropathy. 5.A 75-year old male of Ganjam district who was […]

corona-vvirus

Niharika Rout
  • Published: Wednesday, 26 August 2020
  • , Updated: 26 August 2020, 12:47 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା  ଆକ୍ରାନ୍ତ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧ରେ ପହଞ୍ଚି ଯାଇଛି।


ଏହି ୧୩ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି। ସେହିପରି କଟକ ଓ ଗଞ୍ଜାମରୁ ୨ ଜଣ ଲେଖାଏଁ ଥିବା ବେଳେ କେନ୍ଦୁଝର, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।


ଗଞ୍ଜାମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୫୬, ସୁନ୍ଦରଗଡ଼ରେ ୩୩, କଟକରେ ୨୮, ପୁରୀରେ ୧୧, ସମ୍ବଲପୁରରେ ୧୧ ଓ କେନ୍ଦୁଝରରେ ୬ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ହଜାର ପାର କରିଯାଇଛି।

Related story