ରାଜ୍ୟରେ ଆଖି ବୁଜିଲେ ଆଉ ୭ କରୋନା ଆକ୍ରାନ୍ତ, ମୃତକଙ୍କ ମଧ୍ୟରେ ଜଣଙ୍କୁ ହୋଇଥିଲା ୧୩ ବର୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୭ କରୋନା  ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୮ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Regret to inform of the demise of seven Covid positive patients while under treatment in hospitals. 1.A 70 year old male of Bhubaneswar. 2.A 78 […]

corona-3

corona-3

Niharika Rout
  • Published: Saturday, 05 September 2020
  • Updated: 05 September 2020, 11:48 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୭ କରୋନା  ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୮ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର। ସେହିପରି ବଲାଙ୍ଗିର, କଟକ, ଗଞ୍ଜାମ, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ମାଲକାନଗିରିରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ୧୩ ବର୍ଷ ହୋଇଥିଲା। ସେ ଲ୍ୟୁକୋମିଆରେ ପୀଡ଼ିତ ଥିଲେ।

ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭୪ରେ ପହଞ୍ଚିଥିବା ବେଳେ ବଲାଙ୍ଗିରରେ ୮, କଟକରେ ୩୭, ଗଞ୍ଜାମରେ ୨୦୦, ମାଲକାନଗିରିରେ ୮ଓ ସୁନ୍ଦରଗଡ଼ରେ ୩୭ରେ ପହଞ୍ଚିଛି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୨୨୧ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୯୦,୩୩୧ ଜଣ ସୁସ୍ଥ ହୋଇସାରିଲେଣି। ୨୯,୨୯୯ ଜଣ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story