ରାଜ୍ୟରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା  ଆକ୍ରାନ୍ତ । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୯୧ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ଆଖି ବୁଜିଥିବା ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଏହାବ୍ୟତୀତ ଗଞ୍ଜାମ, କୋରାପୁଟ, ରାୟଗଡ଼ା, ଭଦ୍ରକ, ନୟାଗଡ଼ରୁ ଜଣେ ଲେଖାଏ […]

coorona-8

Niharika Rout
  • Published: Thursday, 10 September 2020
  • , Updated: 10 September 2020, 11:31 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା  ଆକ୍ରାନ୍ତ । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୯୧ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ଆଖି ବୁଜିଥିବା ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଏହାବ୍ୟତୀତ ଗଞ୍ଜାମ, କୋରାପୁଟ, ରାୟଗଡ଼ା, ଭଦ୍ରକ, ନୟାଗଡ଼ରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

Related story