କାଲି ପରି ଆଜି ବି ଆଖି ବୁଜିଲେ ୧୨ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତକାଲି ୧୨ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଆଜି ବି ଏହି ସଂଖ୍ୟା ସମାନ  ରହିଛି।    ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Regret to inform of the demise of twelve Covid positive patients while under treatment in hospitals. 1. A […]

corrona-5

corrona-5

Niharika Rout
  • Published: Saturday, 08 August 2020
  • Updated: 08 August 2020, 12:17 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତକାଲି ୧୨ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଆଜି ବି ଏହି ସଂଖ୍ୟା ସମାନ  ରହିଛି।    ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୨ ମୃତକଙ୍କ ମଧ୍ୟରୁ ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।  ସେହିପରି ଖୋର୍ଦ୍ଧା, ଗଜପତି, ବରଗଡ଼, ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

ଫଳରେ ଗଞ୍ଜାମରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୨୫ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୩୩, ସୁନ୍ଦରଗଡ଼ରେ ୧୭, କନ୍ଧମାଳରେ ୫,  କେନ୍ଦୁଝରରେ ୪, ବାଲେଶ୍ୱରରେ ୪, ବରଗଡ଼ରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story