ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା  ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଗଜପତି ଜିଲ୍ଲାରୁ ୨ ଜଣ, କଟକ, ବାଲେଶ୍ୱର, ସୁବର୍ଣ୍ଣପୁରରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

corona-2.1

corona-2.1

Niharika Rout
  • Published: Thursday, 17 September 2020
  • Updated: 17 September 2020, 11:33 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା  ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରେ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଗଜପତି ଜିଲ୍ଲାରୁ ୨ ଜଣ, କଟକ, ବାଲେଶ୍ୱର, ସୁବର୍ଣ୍ଣପୁରରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos