ରାଜ୍ୟରେ କରୋନାରେ ଆଖି ବୁଜିଲେ ସର୍ବାଧିକ ୧୫ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୫  ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୭୩୬ ରେ ପହଞ୍ଚି ଯାଇଛି। ରାଜ୍ୟରେ ପ୍ରଥମ ଥର ପାଇଁ ମୃତ୍ୟୁ ସଂଖ୍ୟା ୧୫ ଛୁଇଁଥିବା ବେଳେ ଭୁବନେଶ୍ୱରରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱରର ୪ ମୃତକ ପୁରୁଷ  ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୬୨, […]

jalaka-2

jalaka-2

Niharika Rout
  • Published: Wednesday, 23 September 2020
  • Updated: 23 September 2020, 11:35 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୫  ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୭୩୬ ରେ ପହଞ୍ଚି ଯାଇଛି।

ରାଜ୍ୟରେ ପ୍ରଥମ ଥର ପାଇଁ ମୃତ୍ୟୁ ସଂଖ୍ୟା ୧୫ ଛୁଇଁଥିବା ବେଳେ ଭୁବନେଶ୍ୱରରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱରର ୪ ମୃତକ ପୁରୁଷ  ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୬୨, ୩୫, ୪୨ ଓ ୭୦ ବର୍ଷ।

ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ  ମୃତ୍ୟୁ ଘଟିଛି। କଟକ, ବାଲେଶ୍ୱର, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହାବ୍ୟତୀତ ଢେଙ୍କାନାଳ, କନ୍ଧମାଳ ଓ ମାଲକାନଗିରିରୁ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୧୦ରେ ପହଞ୍ଚି ଯାଇଥିବା ବେଳେ କଟକରେ ୬୦ ହୋଇଛି। ସେହିପରି ବାଲେଶ୍ୱରରେ ମୃତ୍ୟୁ ସଂଖ୍ୟା ୨୦ରେ ପହଞ୍ଚିଥିବା ବେଳେ ଢେଙ୍କାନାଳରେ ୩, କନ୍ଧମାଳରେ ୨୦, ମାଲକାନଗିରିରେ ୧୧, ମୟୂରଭଞ୍ଜରେ ୧୭, ନୟାଗଡ଼ରେ ୧୯ ଓ ପୁରୀରେ ୪୦ ହୋଇଛି। ସେହିପରି ନୂଆପଡ଼ାରେ କରୋନା ନେଇଛି ପ୍ରଥମ ଜୀବନ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୯୨,୫୪୮ରେ ପହଞ୍ଚିଥିବା ବେଳେ ୧,୫୩,୨୧୩ ସୁସ୍ଥ ହୋଇସାରିଛନ୍ତି। ୩୮,୫୪୬ ଜଣଙ୍କ ଚିକିତ୍ସା ଚାଲିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story