ରାଜ୍ୟରେ କରୋନାରେ ଗଲା ଆଉ ୧୪ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୪ଟି ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। 3. A 78-year old male of Nayagarh district. 4. An 84-year old female of Bhubaneswar. 5. An 82-year old male of Khordha district who was also suffering from […]

corrona-2

corrona-2

Niharika Rout
  • Published: Monday, 10 August 2020
  • Updated: 10 August 2020, 11:53 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୪ଟି ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ୧୪ ଜଣଙ୍କ ମଧ୍ୟରୁ ୬ ଜଣ ଗଞ୍ଜାମର ହୋଇଥିବା ବେଳେ ୩ ଜଣ ଖୋର୍ଦ୍ଧାର ଓ ୩ ଜଣ ନୟାଗଡ଼ର। ସେହିପରି ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ଏହା ସହିତ ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୭ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୩୮, ନୟାଗଡ଼ରେ ୮, ରାୟଗଡ଼ାରେ ୧୧ ଓ ସୁନ୍ଦରଗଡ଼ରେ ୧୮ରେ ପହଞ୍ଚିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story