ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୮୯୨ରେ ପହଞ୍ଚି ଯାଇଛି। ଵାଲେଶ୍ୱର ଓ ଢେ଼ଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ ଖୋର୍ଦ୍ଧା ,ଜଗତସିଂହପୁର ଓ ପୁରୀରୁ ୨ ଜଣ ଲେଖାଏଁ ଓ ଜଗତସିଂହପୁର,ଭଦ୍ରକ,ଗଂଜାମ,ଯାଜପୁର,ମୟୁରଭଞ୍ଜ ଓ ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। […]

corona

corona

Niharika Rout
  • Published: Saturday, 03 October 2020
  • Updated: 03 October 2020, 12:00 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୮୯୨ରେ ପହଞ୍ଚି ଯାଇଛି।

ଵାଲେଶ୍ୱର ଓ ଢେ଼ଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ ଖୋର୍ଦ୍ଧା ,ଜଗତସିଂହପୁର ଓ ପୁରୀରୁ ୨ ଜଣ ଲେଖାଏଁ ଓ ଜଗତସିଂହପୁର,ଭଦ୍ରକ,ଗଂଜାମ,ଯାଜପୁର,ମୟୁରଭଞ୍ଜ ଓ ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos