ରାଜ୍ୟରେ କରୋନା ନେଲା ୯ ମୁଣ୍ଡ, ୩୦୦ ଟପିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ଯୋଗୁ ଆଖି ବୁଜିଥିବା ୯ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪,  ରାୟଗଡ଼ାରୁ ୨, ଖୋର୍ଦ୍ଧା, ଅନୁଗୋଳ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  Regret to inform the demise of […]

corona-121-1

Niharika Rout
  • Published: Wednesday, 12 August 2020
  • , Updated: 12 August 2020, 11:21 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ କରୋନା ଯୋଗୁ ଆଖି ବୁଜିଥିବା ୯ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪,  ରାୟଗଡ଼ାରୁ ୨, ଖୋର୍ଦ୍ଧା, ଅନୁଗୋଳ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। 

Related story