Advertisment

ରାଜ୍ୟରେ କରୋନାରେ ୧୫ ଆକ୍ରାନ୍ତ ଆଖି ବୁଜିଲେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚି ଯାଇଛି।

ରାଜ୍ୟରେ କରୋନାରେ ୧୫ ଆକ୍ରାନ୍ତ ଆଖି ବୁଜିଲେ

puri-1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚି ଯାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe