Advertisment

ଥମୁନି କରୋନାଜନିତ ମୃତ୍ୟୁ , ରାଜ୍ୟରେ ୧୫ଶହ ଟପିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫ଶହକୁ ଟପିଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ୍‌ ଏବେ ତଳମୁହାଁ ଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମିବା ନାଁ ଧରୁନି। ଯାହାକି ଏବେ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟରେ  କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ […]

author-image
Niharika Rout
ଅଦ୍ୟତନ ହୋଇଛି
ତଳମୁହାଁ କରୋନା ଗ୍ରାଫ; ରାଜ୍ୟରେ ୫୫୦ କରୋନା ଆକ୍ରାନ୍ତ ଚିହ୍ନଟ

corona-3.6

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫ଶହକୁ ଟପିଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ୍‌ ଏବେ ତଳମୁହାଁ ଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମିବା ନାଁ ଧରୁନି। ଯାହାକି ଏବେ ଚିନ୍ତାର ବିଷୟ ପାଲଟିଛି।

Advertisment

ରାଜ୍ୟରେ  କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୧୦ରେ ପହଞ୍ଚି ଯାଇଛି।

Advertisment