ରାଜ୍ୟରେ ଆଉ ୧୦  ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୩୨୪କୁ ବୃଦ୍ଧି ପାଇଛି। Regret to inform of the demise of ten Covid positive patients while under treatment in hospitals. 1. A 44 year old male of Cuttack who was also suffering from […]

corona-2.1

corona-2.1

Niharika Rout
  • Published: Friday, 14 August 2020
  • Updated: 14 August 2020, 11:34 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୩୨୪କୁ ବୃଦ୍ଧି ପାଇଛି।

୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଥିବା ବେଳେ  ପୁରୀରୁ ୩ ଏବଂ କଟକ, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।


ଏହା ସହିତ ଗଞ୍ଜାମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୧ରେ ପହଞ୍ଚିଥିବା ବେଳେ କଟକରେ ୧୪, ପୁରୀରେ ୮, ସୁନ୍ଦରଗଡ଼ରେ ୨୧ ଓ ସମ୍ବଲପୁରରେ ୩ରେ ପହଞ୍ଚିଛି ଏହି ସଂଖ୍ୟା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos