ଅଦ୍ୟତନ ହୋଇଛି
2-corona-22
Advertisment
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୨୭ରେ ପହଞ୍ଚିଯାଇଛି।
Advertisment
Advertisment
ମୃତ୍ୟୁ ବରଣ କରିଥିବା ୧୭ ଜଣଙ୍କ ଭିତରୁ ସୁନ୍ଦରଗଡ ଓଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏଁ ଅଛନ୍ତି। ସେହିପରି ବରଗଡରୁ ୩ ଜଣ,ସମ୍ବଲପୁରରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/11/2-corona-22.jpg)