ଅଦ୍ୟତନ ହୋଇଛି
corona-2.5
Advertisment
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩ରେ ପହଞ୍ଚିଯାଇଛି।
Advertisment
Advertisment
ରାଜ୍ୟରେ ୩,୦୯,୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨,୯୭,୮୬୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯,୯୫୦ ଚିକିତ୍ସାଧୀନ ଅଛନ୍ତି।
ଆଗକୁ ପଢ଼ନ୍ତୁ: ପ୍ରଦୂଷଣ ରୋକିବାକୁ ନୂଆ ଆଇନ: ଉଲ୍ଲଙ୍ଘନ କଲେ ୫ ବର୍ଷ ଜେଲ, କୋଟିଏ ଟଙ୍କା ଫାଇନ୍
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/10/corona-2.5.jpg)