ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା, ସଂଖ୍ୟା ଛୁଇଁଲା ୩୩୩

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୩ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତ ଆଖି ବୁଜିଥିବା ବେଳେ କଟକ ଜିଲ୍ଲାରୁ ୨,  ନୟାଗଡ଼, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ୯ ମୃତକଙ୍କ ମଧ୍ୟରୁ ୩ ମହିଳା ଥିବା ବେଳେ ୬ ଜଣ ହେଉଛନ୍ତି ପୁରୁଷ।

ଆହୁରି ପଢ଼ନ୍ତୁ

ବଲାଙ୍ଗିରରେ ବଢ଼ୁଛି ସଂକ୍ରମଣ, କଟକଣା ଲାଗୁ କଲା ବଜାର କମିଟି

ରାଜ୍ୟରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଜବତ ହେଲା ୭୦ ଲକ୍ଷର ଗଞ୍ଜେଇ, କୋରାପୁଟରୁ ପଞ୍ଜାବ ଚାଲାଣ ସନ୍ଦେହ

୧୭୦୯ ପୁଲିସ୍‌ଙ୍କୁ ମିଳିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ମୃତ୍ୟୁ ପୂର୍ବରୁ ଦୁଆର ମୁହଁରେ ପକାଇଦେଲା କୋଭିଡ୍‌ ଆମ୍ୱୁଲାନ୍ସ!

୮୩ ବର୍ଷ ବୃଦ୍ଧକୁ ପିଟି ପିଟି ଗୋଡ ହାତ ଭାଙ୍ଗିଦେଲା ପୁଲିସ  

କଟକରେ ଦୁର୍ଗା ପୂଜା, ସନ୍ଧ୍ୟା ୬ଟା ସୁଦ୍ଧା ବନ୍ଦ ରହିବ ଦୋକାନ ବଜାର !

ମଧୁମେହ କରୋନା ଆକ୍ରାନ୍ତଙ୍କୁ  ଏମିତି ପରାମର୍ଶ ଦେଲେ ଡାକ୍ତର ଅନୁଜ ବଳିୟାରସିଂହ

ପ୍ରଶାସନ ଶୁଣିଲାନି, ଜଙ୍ଗଲରୁ କାଠ ଆଣି  ପୋଲ ନିର୍ମାଣ କଲେ ଗ୍ରାମବାସୀ

ପୋଲ କରୁ ନାହାନ୍ତି ହେଲେ ତାର ଖୋଲିନେଲେ

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିକୁ ଶକ୍ତିମନ୍ତ୍ରୀଙ୍କ ସମର୍ଥନ

ଓଡ଼ିଶାରୁ ସୁରତ ଚାଲାଣ ହେଉଥିଲା ଗଞ୍ଜେଇ, ଧରିଲା କ୍ରାଇମବ୍ରାଞ୍ଚ