ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା, ସଂଖ୍ୟା ଛୁଇଁଲା ୩୩୩

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୩ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତ ଆଖି ବୁଜିଥିବା ବେଳେ କଟକ ଜିଲ୍ଲାରୁ ୨,  ନୟାଗଡ଼, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ୯ ମୃତକଙ୍କ ମଧ୍ୟରୁ ୩ ମହିଳା ଥିବା […]

coona-1

coona-1

Niharika Rout
  • Published: Saturday, 15 August 2020
  • Updated: 15 August 2020, 12:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୩ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତ ଆଖି ବୁଜିଥିବା ବେଳେ କଟକ ଜିଲ୍ଲାରୁ ୨,  ନୟାଗଡ଼, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ୯ ମୃତକଙ୍କ ମଧ୍ୟରୁ ୩ ମହିଳା ଥିବା ବେଳେ ୬ ଜଣ ହେଉଛନ୍ତି ପୁରୁଷ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story