ରାଜ୍ୟରେ କରୋନା ନେଲା ଆଉ ୯ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଯୋଗୁ ଆଉ  ୯  ଜୀବନ ଗଲା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୩୯୯ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ଯୋଗୁ ଆଖି ବୁଜିଥିବା ୯ ଜଣଙ୍କ ମଧ୍ୟରୁ କେବଳ କଟକ ଜିଲ୍ଲାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ରେ ୨ ଜଣ ଆଖି ବୁଜିଛନ୍ତି। ଏହାବ୍ୟତୀତ ରାୟଗଡ଼ା, ମାଲକାନଗିରି, ଗଞ୍ଜାମ ଓ ବଲାଙ୍ଗିରରେ ଜଣେ […]

corona-1

Niharika Rout
  • Published: Saturday, 22 August 2020
  • , Updated: 22 August 2020, 11:31 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଯୋଗୁ ଆଉ  ୯  ଜୀବନ ଗଲା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୩୯୯ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କରୋନା ଯୋଗୁ ଆଖି ବୁଜିଥିବା ୯ ଜଣଙ୍କ ମଧ୍ୟରୁ କେବଳ କଟକ ଜିଲ୍ଲାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ରେ ୨ ଜଣ ଆଖି ବୁଜିଛନ୍ତି। ଏହାବ୍ୟତୀତ ରାୟଗଡ଼ା, ମାଲକାନଗିରି, ଗଞ୍ଜାମ ଓ ବଲାଙ୍ଗିରରେ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Related story