ରାଜ୍ୟରେ ନୂଆ ୩୬୦୦ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରେ ୭୬୬

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ନୂଆ ୩୬୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୦୯  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୯୧ ହେଉଛି ଲୋକାଲ୍ କେସ୍‌। Covid-19 Report For 1st October New Positive Cases: 3600 In quarantine: 2109 Local contacts: 1491 (Details of local contacts will be shared by concerned District Administration) […]

corona-v-7

Tapaswini Nayak
  • Published: Friday, 02 October 2020
  • , Updated: 02 October 2020, 05:24 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ନୂଆ ୩୬୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୦୯  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୯୧ ହେଉଛି ଲୋକାଲ୍ କେସ୍‌।

Related story