ରାଜ୍ୟରେ ୩୨୩୫ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ୫୦୦ ପାର୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧୯୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧୩୨୦ ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧାରେ ଗୋଟିଏ ଦିନରେ ୫୦୦ ପାର୍‌ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଜିଲ୍ଲାରୁ କେବଳ ୫୦୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କଟକ ରୁ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]

corona-35-1

corona-35-1

Niharika Rout
  • Published: Monday, 28 September 2020
  • Updated: 28 September 2020, 11:24 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧୯୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧୩୨୦ ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରେ ଗୋଟିଏ ଦିନରେ ୫୦୦ ପାର୍‌ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଜିଲ୍ଲାରୁ କେବଳ ୫୦୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କଟକ ରୁ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 


ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୨ ୬୦୯ରେ ପହଞ୍ଚିଥିବା ବେଳେ୧୭୩୫୭୧ ଜଣ ସୁସ୍ଥ ହୋଇ ସାରିଲେଣି।  ଏହାବ୍ୟତୀତ ୩୮୧୭୨ ଆକ୍ଟିଭ କେସ୍‌ ଥିବା ବେଳେ ଆଖି ବୁଜି ସାରିଲେଣି ୮୧୩  ଜଣ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos