ରାଜ୍ୟରେ ୩୪୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୪୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୭  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧୪୨୬ ହେଉଛି ଲୋକାଲ୍ କେସ୍‌। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯୧୧୯ରେ ପହଞ୍ଚିଯାଇଛି। Covid-19 Report For 29th September New Positive Cases: 3443 In quarantine: 2017 Local contacts: 1426 (Details of local […]

corrona-1

Niharika Rout
  • Published: Wednesday, 30 September 2020
  • , Updated: 30 September 2020, 12:10 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୪୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୭  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧୪୨୬ ହେଉଛି ଲୋକାଲ୍ କେସ୍‌। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯୧୧୯ରେ ପହଞ୍ଚିଯାଇଛି।

Related story