ପୁଣି ଚିହ୍ନଟ ହେଲେ ୩ ହଜାରରୁ ଅଧିକ ପଜିଟିଭ , ୯୦ ହଜାର ପାର୍‌ କଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୩୮୪ ନୂଆ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨୮  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।  ୧୨୫୬ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୪୯୨, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରୁ ୧୭୭, ଯାଜପୁର ଜିଲ୍ଲାରୁ ୧୭୬, ସମ୍ବଲପୁରରୁ ୧୮୨, ରାୟଗଡ଼ା ଜିଲ୍ଲାରୁ ୧୫୪ […]

corona-36

corona-36

Niharika Rout
  • Published: Thursday, 27 August 2020
  • Updated: 27 August 2020, 11:52 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୩୮୪ ନୂଆ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨୮  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।  ୧୨୫୬ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୪୯୨, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରୁ ୧୭୭, ଯାଜପୁର ଜିଲ୍ଲାରୁ ୧୭୬, ସମ୍ବଲପୁରରୁ ୧୮୨, ରାୟଗଡ଼ା ଜିଲ୍ଲାରୁ ୧୫୪ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୦,୯୮୬ରେ ପହଞ୍ଚିଥିବା ବେଳେ ୬୨,୮୧୩ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ରାଜ୍ୟରେ  ୨୭,୬୭୨ ଆକ୍ଟିଭ କେସ୍‌ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story