ରାଜ୍ୟରେ ଚିହ୍ନଟ ହେଲେ ୩୨୧୯ ନୂଆ ଆକ୍ରାନ୍ତ, ଖୋର୍ଦ୍ଧାରେ ପୁଣି ୭୦୦ ପାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୨୧୯  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୭୮୦ରେ ପହଞ୍ଚିଯାଇଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେହିପରି ବାକି ୧୨୮୮ଟି ହେଉଛି ଲୋକାଲ୍ କେସ୍‌। ୩୨୧୯  ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୩୧ ଜଣ ଚିହ୍ନଟ ହୋଇଛନ୍ତି। 6. Boudh: […]

corrona-1

corrona-1

Niharika Rout
  • Published: Wednesday, 02 September 2020
  • Updated: 02 September 2020, 11:34 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୨୧୯  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୭୮୦ରେ ପହଞ୍ଚିଯାଇଛି।

ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେହିପରି ବାକି ୧୨୮୮ଟି ହେଉଛି ଲୋକାଲ୍ କେସ୍‌।

୩୨୧୯  ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୩୧ ଜଣ ଚିହ୍ନଟ ହୋଇଛନ୍ତି।

କଟକରୁ ୪୦୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୯୪, ବରଗଡ଼ରୁ ୧୮୫, ଗଞ୍ଜାମରୁ ୧୬୯, କେନ୍ଦୁଝରରୁ ୧୦୨, ମୟୂରଭଞ୍ଜରୁ ୧୩୭, ପୁରୀରୁ ୨୧୭ ଜଣ ଚିହ୍ନଟ ହୋଇଛନ୍ତି।

୧,୦୯,୭୮୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦,୭୭୦ ସୁସ୍ଥ ହୋଇସାରିଥିବା ବେଳେ ୨୮,୪୪୩ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନାରେ ରାଜ୍ୟରେ ୫୧୪ ଜଣଙ୍କ ଜୀବନ ଗଲାଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story