ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୩୯୯୧ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ୩୯୯୧  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩୧୫  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୬୭୬ ଟି ହେଉଛି ଲୋକାଲ୍ କେସ୍‌। Covid-19 Report For 9th September New Positives Cases: 3991In quarantine: 2315Local contacts: 1676 (Details of local contacts will be shared by concerned […]

corona-2.1

corona-2.1

Niharika Rout
  • Published: Thursday, 10 September 2020
  • Updated: 10 September 2020, 11:07 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ୩୯୯୧  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩୧୫  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୬୭୬ ଟି ହେଉଛି ଲୋକାଲ୍ କେସ୍‌।

୩୯୯୧  ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬୮୭ ଜଣ ଅଛନ୍ତି। ସେହିପରି କଟକରୁ ୩୯୨ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୩୩୨, ବଲାଙ୍ଗିରରୁ ୧୮୦, ବରଗଡ଼ରୁ ୧୬୯, କେନ୍ଦ୍ରାପଡ଼ାରୁ ୧୪୭ ଓ କୋରାପୁଟରୁ ୧୨୭ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୧୨୧ରେ ପହଞ୍ଚିଥିବା ବେଳେ ୧,୦୫,୨୯୫ ଜଣ ସୁସ୍ଥ ହୋଇସାରିଛନ୍ତି। ୩୩,୧୮୨ ଜଣ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story