ରାଜ୍ୟରେ ପୁଣି ଚିହ୍ନଟ ହେଲେ ୪ ହଜାରରୁ ଅଧିକ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪୨୭୦  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୭୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୭୯୨ ଟି ହେଉଛି ଲୋକାଲ୍ କେସ୍‌। Covid-19 Report For 15th September New Positives Cases: 4270 In quarantine: 2478 Local contacts: 1792 (Details of local contacts will be shared […]

coorona-07

coorona-07

Niharika Rout
  • Published: Wednesday, 16 September 2020
  • Updated: 16 September 2020, 11:12 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪୨୭୦  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୭୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୭୯୨ ଟି ହେଉଛି ଲୋକାଲ୍ କେସ୍‌।

ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରୁ ୮୭୬ ଜଣ ଚିହ୍ନଟ ହୋଇଛନ୍ତି।

ଏହାବ୍ୟତୀତ କଟକରୁ ୩୭୪, ଜଗତସିଂହପୁରରୁ ୧୮୮, ବରଗଡ଼ରୁ ୧୮୩, ଯାଜପୁରରୁ ୧୬୨, ବାଲେଶ୍ୱରରୁ ୧୫୦ ଓ  ଅନୁଗୁଳ ଜିଲ୍ଲାରୁ ୧୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୨,୯୨୦ରେ ପହଞ୍ଚିଯାଇଥିବା ବେଳେ ୧,୨୫,୭୩୮ ସୁସ୍ଥ ହୋଇସାରିଛନ୍ତି। ୩୬,୪୭୩଼ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୫୬ରେ ପହଞ୍ଚିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story