ରାଜ୍ୟରେ ପୁଣି ଚିହ୍ନଟ ହେଲେ ୪ ହଜାରରୁ ଅଧିକ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ୪୧୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୬  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୭୧୪ଟି ହେଉଛି ଲୋକାଲ୍ କେସ୍‌। Covid-19 Report For 17th September New Positives Cases: 4180 In quarantine: 2466 Local contacts: 1714 (Details of local contacts will be shared by […]

vaccine-3

vaccine-3

Niharika Rout
  • Published: Friday, 18 September 2020
  • Updated: 18 September 2020, 11:06 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ୪୧୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୬  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୭୧୪ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୮୮ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୯୨ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଦେଢ଼ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଗଞ୍ଜାମରେ ୫୮ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧,୩୩,୪୬୬ ଜଣ ସୁସ୍ଥ ହୋଇସାରିଛନ୍ତି। ୩୭,୧୪୦ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ୬୮୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story