Advertisment

ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ୧୦୦ ତଳକୁ ରହିଛି ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୭୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୨  ହେଉଛି ଲୋକାଲ୍ କେସ୍‌। Covid-19 Report For 15th November New Positive Cases: 749In quarantine: 437Local contacts: 312 (Details of local contacts will be shared by concerned District Administration) District […]

author-image
Tapaswini Nayak
ଅଦ୍ୟତନ ହୋଇଛି
ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ୧୦୦ ତଳକୁ ରହିଛି ସଂଖ୍ୟା

Coronavirus

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୭୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୨  ହେଉଛି ଲୋକାଲ୍ କେସ୍‌।

Advertisment


ଖୋର୍ଦ୍ଧାରୁ ୮୮ ଜଣ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୭୮, ସୁନ୍ଦରଗଡ଼ରୁ ୫୫, ଜଗତସିଂହପୁରରୁ ୪୮, କେନ୍ଦୁଝରରୁ ୪୧, ଅନୁଗୋଳରୁ ୪୫ ଓ କଟକରୁ ୩୭ ଜଣ ଚିହ୍ନଟ ହୋଇଛନ୍ତି।

Advertisment


ରାଜ୍ୟରେ ୩,୦୯,୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨,୯୭,୮୬୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯,୯୫୦ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନାରେ ରାଜ୍ୟରେ ୧୫୪୩ ଜଣଙ୍କର ମୃତ୍ୟୁ ହୋଇସାରିଲାଣି।

Corona