Advertisment

ସାତ ଶହ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୬୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୫ ହେଉଛି ଲୋକାଲ୍ କେସ୍‌। Covid-19 Report For 21st November New positive Cases: 638 In quarantine: 373 Local contacts: 265 (Details of local contacts will be shared by concerned District Administration) […]

ଅଦ୍ୟତନ ହୋଇଛି
୨୧ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

corona-8-1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୬୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୫ ହେଉଛି ଲୋକାଲ୍ କେସ୍‌।

Advertisment

Advertisment

Corona
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe