Advertisment

ତଳମୁହାଁ ମହାମାରୀ; ରାଜ୍ୟରେ ୧୪୭୦ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୪୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ  ୬୧୭ଟି  ହେଉଛି ଲୋକାଲ୍ କେସ୍‌। Covid-19 Report For 29th October New Positives Cases 1470 In quarantine: 853 Local contacts: 617 (Details of local contacts will be shared by […]

author-image
Tapaswini Nayak
ଅଦ୍ୟତନ ହୋଇଛି
ତଳମୁହାଁ ମହାମାରୀ; ରାଜ୍ୟରେ ୧୪୭୦ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

coronavvrus--1

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୪୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ  ୬୧୭ଟି  ହେଉଛି ଲୋକାଲ୍ କେସ୍‌।

Advertisment

ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ଚିହ୍ନଟ ହୋଇଥିବାବେଳେ କଟକ ୧୨୬,ସୁନ୍ଦରଗଡରେ ୧୧୨ ଓ ଜଗତସିଂହପୁରରୁ ୭୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୧୧୬ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭୩୮୩୮ ସୁସ୍ଥ ହୋଇସାରିଲେଣି। ୧୪୯୦୫ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ୍ ୧୩୨୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।

Corona