ରାଜ୍ୟରେ ୪,୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରେ ସର୍ବାଧିକ, କଟକରେ ୫୦୦ରୁ ଅଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୩୩୦  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୪,୩୩୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୫୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୭୭୪ଟି ହେଉଛି ଲୋକାଲ୍ କେସ୍‌। Covid-19 Report For 19th September New Positive Cases: 4330 In quarantine: 2556 Local contacts: 1774 (Details of local contacts will be shared by […]

COrona-5-2

COrona-5-2

Jitendra Garnayak
  • Published: Sunday, 20 September 2020
  • Updated: 20 September 2020, 12:00 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୩୩୦  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୪,୩୩୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୫୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୭୭୪ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୪୪ ଜଣ ଚିହ୍ନଟ ହୋଇଥିବା ବେଳେ କଟକରେ ୫୪୯ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ରେ ପହଞ୍ଚିଥିବା ବେଳେ ୧,୪୧,୬୫୭ ସୁସ୍ଥ ହୋଇସାରିଛନ୍ତି। ୩୭,୪୬୯ ଜଣ ଚିକିତ୍ସାଧୀନ ଅଛନ୍ତି। ତା’ସହିତ ୭୦୧ ଜଣଙ୍କର ମୃତ୍ୟୁ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story