ରାଜ୍ୟରେ ଚିହ୍ନଟ ହେଲେ ୧୬୩୩ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ୧୬୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୬୭୮ଟି ହେଉଛି ଲୋକାଲ୍ କେସ୍‌। Covid-19 Report For 24th October New Positive Cases: 1633In quarantine: 955Local contacts: 678 (Details of local contacts will be shared by concerned District […]

corona-5

corona-5

Tapaswini Nayak
  • Published: Sunday, 25 October 2020
  • Updated: 25 October 2020, 11:06 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ୧୬୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୬୭୮ଟି ହେଉଛି ଲୋକାଲ୍ କେସ୍‌।

ଏହି ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାର ୧୫୮ ଜଣ ଥିବା ବେଳେ କଟକର ୧୩୨, ଅନୁଗୋଳର ୧୦୦, ସୁନ୍ଦରଗଡ଼ର ୧୦୬ ଓ କେନ୍ଦ୍ରାପଡ଼ାର ୧୦୫ ଜଣ ଅଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୧,୨୧୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨,୬୨,୦୩୧ ସୁସ୍ଥ ହୋଇସାରିଲେଣି। ୧୭,୮୮୬ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ୍ ୧୨୨୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story