Advertisment

ରାଜ୍ୟରେ ଚିହ୍ନଟ ହେଲେ ୩୬୩୧ କରୋନା ଆକ୍ରାନ୍ତ, ଆଜି ବି ୭୦୦ ପାର୍‌ କଲା ଖୋର୍ଦ୍ଧା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩,୬୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧,୪୧୭ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଗତ କିଛି ଦିନ ଧରି କରୋନାର ହଟସ୍ପଟ ପାଲଟିଥିବା ବେଳେ ରାଜ୍ୟର ସର୍ବାଧିକ ଆକ୍ରାନ୍ତ ଏହି ଜିଲ୍ଲାରୁ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୭୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା […]

ଅଦ୍ୟତନ ହୋଇଛି
ରାଜ୍ୟରେ ଚିହ୍ନଟ ହେଲେ ୩୬୩୧ କରୋନା ଆକ୍ରାନ୍ତ, ଆଜି ବି ୭୦୦ ପାର୍‌ କଲା ଖୋର୍ଦ୍ଧା

virus-2

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩,୬୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧,୪୧୭ଟି ହେଉଛି ଲୋକାଲ୍ କେସ୍‌।

Advertisment

ଖୋର୍ଦ୍ଧା ଗତ କିଛି ଦିନ ଧରି କରୋନାର ହଟସ୍ପଟ ପାଲଟିଥିବା ବେଳେ ରାଜ୍ୟର ସର୍ବାଧିକ ଆକ୍ରାନ୍ତ ଏହି ଜିଲ୍ଲାରୁ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୭୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୭୦, ମୟୂରଭଞ୍ଜରୁ ୩୬୫, ରାୟଗଡ଼ାରୁ ୧୧୧, ଗଞ୍ଜାମରୁ ୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୪,୧୧ରେ ପହଞ୍ଚିଥିବା ବେଳେ ୮୪,୦୭୩ ଜଣ ସୁସ୍ଥ ହୋଇସାରିଲେଣି। ୨୮,୭୬୩ ଜଣ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସଂଖ୍ୟା ୫୨୨ରେ ପହଞ୍ଚିଛି।

Corona Cases In Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe